Breaking PLUSଓଡ଼ିଶାମୁଖ୍ୟ ଖବର

ଆଉ ୩ ଜୀବନ ନେଲା ମହାମାରୀ

ଆଜି ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୪୩ ରେ ପହଞ୍ଚିଲାଣି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ମୟୂରଭଞ୍ଜ, ଏବଂ ନୂଆପଡାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Show More

Related Articles

Back to top button