Breaking PLUSଦେଶମୁଖ୍ୟ ଖବର

ଦେଶରେ ଚିହ୍ନଟ ହେଲେ ନୂତନ ୧୦,୪୮୮ କରୋନା ଆକ୍ରାନ୍ତ

ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ନୂଆ ୧୦,୪୮୮ କରୋନା ସଂକ୍ରମିତ । ଏହି ସମୟ ମଧ୍ୟରେ ୩୧୩ ଜଣଙ୍କ ମୃତ୍ୟୁ ରେକର୍ଡ କରାଯାଇଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୪୫,୧୦,୪୧୩ରେ ପହଞ୍ଚିଛି । ଏହା ସହିତ ମୃତ୍ୟୁସଂଖ୍ୟା ୪,୬୫,୬୬୨ରେ ପହଞ୍ଚିଛି ।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୨,୩୨୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୯,୨୨,୦୩୭ । ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧,୨୨,୭୧୪ ।

Show More

Related Articles

Back to top button