Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଚିହ୍ନଟ ହେଲେ ୧୫୬ ଜଣ କରୋନା ସଂକ୍ରମିତ

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୧୫୬ ଜଣ କରୋନା ସଂକ୍ରମିତ । ଚିହ୍ନଟ ସଂକ୍ରମିତଙ୍କ ଭିତରେ ୦-୧୮ ବର୍ଷ ମଧ୍ୟରେ ରହିଛନ୍ତି ୨୦ ଜଣ । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୯୩ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୬୩ ରହିଛି । ଖୋର୍ଦ୍ଧାରେ ସର୍ବାଧିକ ୮୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୪ ହଜାର ୧୬୦ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୧୬୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୪୪ ହଜାର ୦୯୩ ଜଣ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୫୫୯ ରହିଛି ।

Show More

Related Articles

Back to top button