Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଚିହ୍ନଟ ହେଲେ ୧୫୪ କରୋନା ସଂକ୍ରମିତ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୧୫୪ ଜଣ ନୂଆ କରୋନା ସଂକ୍ରମିତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୬୩ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୬ ଜଣ ପଜିଟିଭ ରହିଛନ୍ତି ।

ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨୪୭୨କୁ ବୃଦ୍ଧି ପାଇଥିବା ବେଳେ ୧୦୪୨୦୦୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୧୯୭୬ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Show More

Related Articles

Back to top button