Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ସୁସ୍ଥ ହେଲେ ୧୮୧ କରୋନା ଆକ୍ରାନ୍ତ

ଖୋର୍ଦ୍ଧାରୁ ସର୍ବାଧିକ

ରାଜ୍ୟରେ ଲଗାତାର ଭାବେ କରୋନା ସୁସ୍ଥ ହାର ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଆଜି ସୁସ୍ଥ ହୋଇଛନ୍ତି ଆଉ ୧୮୧ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୪୩ ହଜାର ୭୮୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ୱିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୮୫ ଜଣ ରହିଛନ୍ତି ।

Show More

Related Articles

Back to top button