Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୬୨ ଜଣ କରୋନା ଆକ୍ରାନ୍ତ

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ

ଗତ ୨୪ ଘଣ୍ଟାରେ ରାଜ୍ୟ‌ରେ ଚିହ୍ନଟ ହେଲେ ୨୬୨ ଜଣ କରୋନା ଆକ୍ରାନ୍ତ । ସେଥିଭିତରେ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୪୨ ଜଣ କରୋନା ପଜିଟିଭ । ନୂତନ ସଂକ୍ରମିତଙ୍କ ମଧ୍ୟରୁ୧୫୩ ଜଣ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ ୧୦୯ ଟି ଲୋକାଲ୍‌ କେସ୍‌ ରହିଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୨ ଜଣ କରୋନା ପଜିଟିଭ ରହିଛନ୍ତି ।

ସେହିପରି ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ଭିତରେ ବାଲେଶ୍ୱରରୁ ୧୨, ବରଗଡରୁ ୧, ଭଦ୍ରକରୁ ୫, କଟକରୁ ୨୧, ଦେଓଗଡରୁ ୩, ଢେଙ୍କାନାଳରୁ ୫, ଗଞ୍ଜାମରୁ ୨, ଜଗତସିଂହପୁରରୁ ୩, ଯାଜପୁରରୁ ୬, ଝାରସୁଗୁଡାରୁ ୨, କେନ୍ଦ୍ରାପଡାରୁ ୮, ଖୋର୍ଦ୍ଧାରୁ ୧୩୨, କୋରାପୁଟରୁ ୧, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୫, ନୟାଗଡରୁ ୨, ପୁରୀରୁ ୧, ରାୟଗଡାରୁ ୧, ସମ୍ବଲପୁରରୁ ୧୪, ସୁନ୍ଦରଗଡରୁ ୬ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି ।

Show More

Related Articles

Back to top button