Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୯୨ କରୋନା ଆକ୍ରାନ୍ତ

ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ସୁସ୍ଥତା ସଂଖ୍ୟା ସ୍ଥିର ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ପୁରା ରାଜ୍ୟରୁ ୧୯୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ ସୁସ୍ଥ ହୋଇଥିବା ୧୯୨ ଜଣଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୮୩ ଜଣ ସୁସ୍ଥ ହୋଇଛନ୍ତି ।

ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୪୧୭୨୮ ରେ ପହଞ୍ଚିଛି ।

Show More

Related Articles

Back to top button