Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୪୫ କରୋନା ଆକ୍ରାନ୍ତ

ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ସୁସ୍ଥତା ହାର ଲଗାତାର ଭାବେ ବୃଦ୍ଧିପାଇବାରେ ଲାଗିଛି । ଏହି କ୍ରମରେ ଆଜି ସୁସ୍ଥ ହୋଇଛନ୍ତି ଆଉ ୨୪୫ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ରାଜ୍ୟରେ ଏଯାଏଁ ମୋଟ ୧୦ ଲକ୍ଷ ୩୬ ହଜାର ୭୪୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୧୮ ଜଣ ରହିଛନ୍ତି ।

Show More

Related Articles

Back to top button