Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ୧୪୪ କରୋନା ଆକ୍ରାନ୍ତ

ରାଜ୍ୟରେ କରୋନା ସଂକ୍ରମଣ କିଛି ମାତ୍ରାରେ ତଳମୁହାଁ ହୋଇଥିବା ବେଳେ ସୁସ୍ଥଙ୍କ ସଂଖ୍ୟା ଏବେ ପୁଣି ଉପର ମୁହାଁ ହୋଇଛି । ଆଜି ଗତ ୨୪ ଘଣ୍ଟା ମଧ୍ୟରେ ପୁରା ରାଜ୍ୟରୁ ୧୪୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ ସୁସ୍ଥ ହୋଇଥିବା ୧୪୪ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୬ ଜଣ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥ ହାରକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୪୩୯୨୬ ରେ ପହଞ୍ଚିଛି ।

Show More

Related Articles

Back to top button