Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୮୬ କରୋନା ଆକ୍ରାନ୍ତ

ଗତ ୨୪ ଘଣ୍ଟା ମଧ୍ୟରେ ପୁରା ରାଜ୍ୟରୁ ସୁସ୍ଥ ହୋଇଛନ୍ତି ୧୮୬ ଜଣ କରୋନା ଆକ୍ରାନ୍ତ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାଇ ସୁସ୍ଥ ହୋଇଥିବା ୧୮୬ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୨ ଜଣ ସୁସ୍ଥ ହୋଇଛନ୍ତି ।

ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୮୬୯୫ ରେ ପହଞ୍ଚିଛି ।

Show More

Related Articles

Back to top button