Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୫୭ କରୋନା ଆକ୍ରାନ୍ତ

ଆଜି ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୨୫୭ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ରାଜ୍ୟରେ ଏଯାଏଁ ମୋଟ ୧୦ ଲକ୍ଷ ୩୯ ହଜାର ୪୬୧ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ୱିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୪୬ ଜଣ ରହିଛନ୍ତି ।

Show More

Related Articles

Back to top button