Breaking PLUSଓଡ଼ିଶାମୁଖ୍ୟ ଖବର

ଚନ୍ଦ୍ରଶେଖର ସାହୁଙ୍କୁ ନୂଆ ଦାୟିତ୍ବ

ଭୁବନେଶ୍ୱର- ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ନୂଆ ଦାୟିତ୍ବ ପ୍ରଦାନ କରାଯାଇଛି । ବିଜେଡି ସଭାପତି ନବୀନ ପଟ୍ଟନାୟକ ଚନ୍ଦ୍ରଶେଖର ସାହୁଙ୍କୁ ରାଜ୍ୟ ଉପସଭାପତି ସହ ବିଜେଡି ଇସ୍ତାହାର କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି । ଏନେଇ ପ୍ରେସ ରିଲିଜ୍ ଜାରି କରି ସୂଚନା ଦେଇଛି ବିଜେଡି ।

Show More

Related Articles

Back to top button