Breaking PLUSଓଡ଼ିଶାମୁଖ୍ୟ ଖବର

ସେପ୍ଟେମ୍ବର ୩୦ ସୁଦ୍ଧା ୟୁଜି ଓ ପିଜି ପରୀକ୍ଷା

ଆସନ୍ତା ସେପ୍ଟେମ୍ବର ୩୦ ତାରିଖ ମଧ୍ୟରେ ୟୁଜି ଓ ପିଜି ଫାଇନାଲ ସେମିଷ୍ଟର ପରୀକ୍ଷା କରାଯିବ । ଆଜି କୁଳପତି ଓ କଲେଜ ଅଧ୍ୟକ୍ଷମାନଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।

 

ଭୁବନେଶ୍ୱର : ଆସନ୍ତା ସେପ୍ଟେମ୍ବର ୩୦ ତାରିଖ ମଧ୍ୟରେ ୟୁଜି ଓ ପିଜି ଫାଇନାଲ ସେମିଷ୍ଟର ପରୀକ୍ଷା କରାଯିବ । ଆଜି କୁଳପତି ଓ କଲେଜ ଅଧ୍ୟକ୍ଷମାନଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ୟୁଜିସି ଗାଇଡଲାଇନ ଅନୁସାରେ ଏହି ପରୀକ୍ଷା ଅନୁଷ୍ଠିତ ହେବ । ଏହାସହ ଅକ୍ଟୋବର ୩୧ ସୁଦ୍ଧା ସମସ୍ତ ପରୀକ୍ଷା ଫଳ ପ୍ରକାଶ ପାଇବ ।

Show More

Related Articles

Back to top button