Breaking PLUSଓଡ଼ିଶାମୁଖ୍ୟ ଖବର

ଚଳିତ ବର୍ଷ ହେବନି ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

ଚଳିତ ବର୍ଷ ହେବନି ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ଆଜି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ହୋଇଛି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି।

ଚଳିତ ବର୍ଷ ହେବନି ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ଆଜି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ହୋଇଛି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ବୈଠକରେ ଜିଲ୍ଲାପାଳଙ୍କ ସହିତ ଧନୁଯାତ୍ରା କମିଟିର ସଦସ୍ୟମାନେ ଆଲୋଚନା କରିବା ପରେ ଚଳିତ ବର୍ଷ ଧନୁଯାତ୍ରା ନ କରିବାକୁ ନିଷ୍କତ୍ତି ହୋଇଛି।

Tags
Show More

Related Articles

Back to top button
Close