Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ମୌସୁମୀ ଦୁର୍ବଳ, ନାହିଁ ବଡ ବର୍ଷା ସମ୍ଭାବନା

ସଂପ୍ରତି ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ସ୍ଥିତିରେ ରହିଛି। ଫଳରେ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅପରାହ୍ନ ସୁଦ୍ଧା ଉତ୍ତର ଓ ଦକ୍ଷିଣ ଓଡ଼ିଶାର ୧୨ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହଥିବା ରହିଛି ।

ସୋମବାର ଅପରାହ୍ନ ସୁଦ୍ଧା ରାଜ୍ୟର ୧୨ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ପ୍ରଭୃତି ୧୨ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି।

Show More

Related Articles

Back to top button