ଓଡ଼ିଶାମୁଖ୍ୟ ଖବର

ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱାବିଦ୍ୟାଳୟ ନାଁ

ମହାରାଜା ଶ୍ରୀ ରାମଚନ୍ଦ୍ର ଭଞଦେଓଙ୍କ ନାମରେ ହେଲା ନାମିତ

ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱାବିଦ୍ୟାଳୟ ନାଁ । ବାରିପଦାରେ ଅବସ୍ଥିତ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟକୁ ଏବେ ମୟୁରଭଞ୍ଜର ପୂର୍ବତନ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ନାଁରେ ନାମିତ କରାଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହା ସହିତ ବିଶ୍ୱବିଦ୍ୟାଳୟ libraryର ଉନ୍ନତି ପାଇଁ ମଧ୍ୟ ସରକାର ପଦକ୍ଷେପ ନେବେ।

ସୂଚନାଅନୁଯାୟୀ, ଓଡ଼ିଶାର ବିକାଶରେ ମୟୂରଭଞ୍ଜ ମହାରାଜାଙ୍କ ବିଶେଷ ଅବଦାନ ରହିଛି। ଚଳିତ ବର୍ଷ ଶ୍ରୀ ରାମଚନ୍ଦ୍ର ଭଞଦେଓଙ୍କ ୧୫୦ତମ ଜୟନ୍ତୀ ପାଳନ କରୁଛୁ। ତେଣୁ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟର ନାଁକୁ ମୟୁରଭଞ୍ଜର ପୂର୍ବତନ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ନାଁରେ ନାମିତ କରାଯାଇଛି ।

Show More

Related Articles

Back to top button