Breaking PLUSଓଡ଼ିଶାମୁଖ୍ୟ ଖବର
ଭତ୍ତା ହାତେଇଥିବା ୮୯୪ ଜଣ ଅଯୋଗ୍ୟଙ୍କୁ ବିଡିଓଙ୍କ ନୋଟିସ୍

ଯାଜପୁର: ବିଞ୍ଝାରପୁରରେ ବାର୍ଦ୍ଧକ୍ୟ ଭତ୍ତା କେଳେଙ୍କାରୀ ମାମଲା । ଭତ୍ତା ହାତେଇଥିବା ୮୯୪ ଜଣ ଅଯୋଗ୍ୟଙ୍କୁ ବିଡିଓଙ୍କ ନୋଟିସ୍ । ୨୯ଟି ପଞ୍ଚାୟତର ୮୯୪ ଅଯୋଗ୍ୟଙ୍କୁ ଟଙ୍କା ଫେରାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ୧୦ ହଜାର ୫୦୦ ଟଙ୍କା ଲେଖାଏଁ ଫେରାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ଟଙ୍କା ଫେରସ୍ତ ନ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ।ଉପ ଜିଲ୍ଲାପାଳଙ୍କ ଦସ୍ତଖତ ଟାମ୍ପରିଂ କରି ଭତ୍ତା ହାତେଇଥିଲେ । ଭେଣ୍ଡିଆ ଯୁବକ ଓ ନାବାଳକ ହାତେଇଥିଲେ ବାର୍ଦ୍ଧକ୍ୟ ଭତ୍ତା ।