Breaking PLUSଦେଶମୁଖ୍ୟ ଖବରରାଜନୀତି

କାଲି ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି

ନୂଆଦିଲ୍ଲୀ – ଆଓନ୍ତାକାଲି ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି ହେବ । ଏହି ପର୍ଯ୍ୟାୟରେ 12 ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଂଚଳର 94ଟି ସିଟରେ ମେ 7ତାରିଖରେ ଭୋଟ ହେବ । ତୃତୀୟ ପର୍ଯ୍ୟାୟରେ ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ଏପ୍ରିଲ 19 ଅଟେ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button