ଓଡ଼ିଶାମନୋରଞ୍ଜନ

ଖୁବଶୀଘ୍ର ମୁକ୍ତିଲାଭ କରିବ ଓଡ଼ିଆ ଚଳଚ୍ଚିତ୍ର ‘ମନ ମୋ ନେଇଗଲୁ ରେ’

ସୁମା ରିଅଲ୍ ମିଡିଆର ଦଶହରା ଭେଟି । ଦଶହରା ସିନେ ବଜାରରେ ଧମାକା କରିବାକୁ ପ୍ରେକ୍ଷାଳୟକୁ ଆସୁଛି ଓଡ଼ିଆ ଚଳଚ୍ଚିତ୍ର ‘ମନ ମୋ ନେଇଗଲୁ ରେ’ । ସୁମା ରିଅଲ୍ ମିଡିଆର ଦ୍ୱିତୀୟ ଅବଦାନରେ ପ୍ରସ୍ତୁତ ପ୍ରଫେସର (ଡ.) ମନୋଜରଞ୍ଜନ ନାୟକଙ୍କ ନିବେଦିତ ଏହି ଚଳଚ୍ଚିତ୍ରଟି ରାଜ୍ୟର ବିଭିନ୍ନ ହଲ୍‌ରେ ଆସନ୍ତା ୧୪ରେ ମୁକ୍ତିଲାଭ କରୁଛି । ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଆଇବିସିଏସ୍ କ୍ୟାମ୍ପସ୍‌ ସମ୍ମିଳନୀ କକ୍ଷରେ ଏହାର ଅଡିଓ ରିଲିଜ୍ ହୋଇଯାଇଛି । ଏହି ଅବସରରେ ଚଳଚ୍ଚିତ୍ରର ରିଲିଜ୍ ତାରିଖ ଘୋଷଣା ହୋଇଛି ।

Show More

Related Articles

Back to top button