Breaking PLUSଓଡ଼ିଶାମୁଖ୍ୟ ଖବର

ଶୋକପ୍ରସ୍ତାବ ଆଗତ ହେବା ପରେ ଅପରାହ୍ଣ ୩ଟା ଯାଏଁ ବିଧାନସଭା ମୁଲତବି

ରାଜ୍ୟପାଳ ଗଣେଶୀ ଲାଲଙ୍କ ପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସିଂରେ ସେ ଶୋକ ପ୍ରସ୍ତାବ ଆଗତ କରିଥିଲେ । ଶୋକ ପ୍ରସ୍ତାବକୁ ସମର୍ଥନ କରିଥିଲେ ବିରୋଧୀ ଦଳ ନେତାଙ୍କ ସମେତ ଅନ୍ୟ ବିଧାୟକ । ସୁଶୀଳା ଦେବୀଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଗୃହରେ ଏକ ମିନିଟ୍ ନିରବ ପ୍ରାର୍ଥନା କରାଯାଇଥିଲା ।

ସୁଶୀଳା ଦେବୀଙ୍କୁ ସମ୍ମାନ ଦେଇ ପ୍ରଥମାର୍ଦ୍ଧରେ ଗୃହରେ କୌଣସି କାର୍ଯ୍ୟ କରାଯିବ ନାହିଁ ବୋଲି ବାଚସ୍ପତି ଘୋଷଣା କରିଛନ୍ତି । ଅପରାହ୍ଣ ୩ଟା ଯାଏଁ ବିଧାନସଭାକୁ ମୁଲତବି ରଖାଯାଇଛି ।

Show More

Related Articles

Back to top button