Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ରାଜ୍ୟ ବିଜେପି ମହିଳା ମୋର୍ଚ୍ଚାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ

ଭୁବନେଶ୍ୱର- ରାଜ୍ୟ ବିଜେପି ମହିଳା ମୋର୍ଚ୍ଚାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ଆରମ୍ଭ ହୋଇଛି । ରାଜ୍ୟ ବିଜେପି କାର୍ଯ୍ୟାଳୟରେ କାର୍ଯ୍ୟକାରିଣୀ ଉଦ୍‌ଘାଟିତ ହୋଇଛି । କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟରେ ବଢୁଥିବା ମହିଳା ବିରୋଧୀ ଅପରାଧ ସର୍ମ୍ପକରେ ଆଲୋଚନା ଚାଲିଛି ।

Show More

Related Articles

Back to top button