Breaking PLUSଓଡ଼ିଶାମୁଖ୍ୟ ଖବର

ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କୁ କରୋନା, ଏମ୍ସରେ ଭର୍ତ୍ତି

ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏ ସମ୍ପର୍କରେ ସେ ନିଜେ ଟ୍ୱିଟରରେ ସୂଚନା ଦେଇଛନ୍ତି । ତାଙ୍କୁ ଭୁବନେଶ୍ୱର ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଛି ।

ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏ ସମ୍ପର୍କରେ ସେ ନିଜେ ଟ୍ୱିଟରରେ ସୂଚନା ଦେଇଛନ୍ତି । ତାଙ୍କୁ ଭୁବନେଶ୍ୱର ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଛି ।

ଏ ସଂପର୍କରେ ଟ୍ୱିଟ୍ କରି ସମୀର ମହାନ୍ତି କହିଛନ୍ତି, କରୋନା ଲକ୍ଷଣ ଦେଖାଦେବାରୁ ପରୀକ୍ଷା କରାଇଥିଲି। ରିପୋର୍ଟ ପଜିଟିଭ୍ ଆସିଛି। ମୁଁ ସୁସ୍ଥ ଅଛି ।

ଏହା ସହିତ ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ସେ ସଂଗରୋଧରେ ରହିବା ସହ ପରୀକ୍ଷା କରାଇ ନେବାକୁ ଅନୁରୋଧ କରିଛନ୍ତି ।

Show More

Related Articles

Back to top button