Breaking PLUSଓଡ଼ିଶାମୁଖ୍ୟ ଖବର

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩,୯୪୦ ଟି କରୋନା ନମୂନା ପରୀକ୍ଷଣ

ରାଜ୍ୟରେ ଗୋଟିଏ ଦିନରେ ୪୩ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୪୩,୯୪୦ କରୋନା ନମୁନା ପରୀକ୍ଷା ହୋଇଛି।

ରାଜ୍ୟରେ ଗୋଟିଏ ଦିନରେ ୪୩ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୪୩,୯୪୦ କରୋନା ନମୁନା ପରୀକ୍ଷା ହୋଇଛି।

ଏଥିମଧ୍ୟରୁ ୩୪,୭୦୦ ଜଣଙ୍କର ଆଣ୍ଟିଜେନ, ୭୧୨୩ ଟି ଆରଟିପିସିଆର୍ ଓ ୧୧୭ ଟି ଟ୍ରୁନଟ୍‌ ପରୀକ୍ଷା ହୋଇଛି ବୋଲି ସୂଚନା ମିଳିଛି ।

ଲଗାତାର କିଛି ଦିନ ଧରି ରାଜ୍ୟରେ ୫୦ ହଜାରରୁ ଅଧିକ ବା ଏହାର ପାଖାପାଖି ନମୁନା ପରୀକ୍ଷା ହେବା ଫଳରେ ନମୁନା ପରୀକ୍ଷଣ ସଂଖ୍ୟା ଇତିମଧ୍ୟରେ ୨୫ ଲକ୍ଷ ଟପିଲାଣି । ଟେଷ୍ଟିଂ ବଢିବା କାରଣରୁ ରାଜ୍ୟରେ ସଂକ୍ରମିତଙ୍କ ତାଲିକା ମଧ୍ୟ ବଢ଼ିବାରେ ଲାଗିଛି।

Show More

Related Articles

Back to top button