Breaking PLUSଓଡ଼ିଶାମୁଖ୍ୟ ଖବର
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮,୦୭୫ ଟି କରୋନା ନମୁନା ପରୀକ୍ଷଣ
ଗତ ୨୪ଘଣ୍ଟାରେ ରାଜ୍ୟରେ ୪୮, ୦୭୫ କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍, ଆଣ୍ଟିଜେନ୍ ଓ ଟ୍ରୁନଟ୍ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି

ଗତ ୨୪ଘଣ୍ଟାରେ ରାଜ୍ୟରେ ୪୮, ୦୭୫ କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍, ଆଣ୍ଟିଜେନ୍ ଓ ଟ୍ରୁନଟ୍ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି।
ଏଥିମଧ୍ୟରୁ ୮,୨୭୧ଟି ଆରଟିପିସିଆର ଏବଂ ୩୯,୬୫୭ ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନଟ୍ରେ ୧୪୭ଟି କରୋନା ନମୁନା ପରୀକ୍ଷା କରାଯାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।