Breaking PLUSଓଡ଼ିଶାମୁଖ୍ୟ ଖବର

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮,୧୪୬ ଟି କରୋନା ନମୂନା ପରୀକ୍ଷଣ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮ ହଜାରରୁ ଅଧିକ କରୋନା ନମୁନା ପରୀକ୍ଷା କରାଯାଇଛି । ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୪୮,୧୪୬ ଟି କରୋନା ନମୁନା ପରୀକ୍ଷା ହୋଇଛି।

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮ ହଜାରରୁ ଅଧିକ କରୋନା ନମୁନା ପରୀକ୍ଷା କରାଯାଇଛି । ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୪୮,୧୪୬ ଟି କରୋନା ନମୁନା ପରୀକ୍ଷା ହୋଇଛି।

ଏଥିମଧ୍ୟରୁ ୩୯,୬୨୮ ଟି ଆଣ୍ଟିଜେନ ଟେଷ୍ଟ ହୋଇଥିବାବେଳେ, ୮୪୦୭ ଟି ଆରଟିପିସିଆର୍ ଓ ୧୧୧ ଟି ଟ୍ରୁନଟ୍‌ ପରୀକ୍ଷା ହୋଇଛି ବୋଲି ସୂଚନା ମିଳିଛି ।

Show More

Related Articles

Back to top button