Breaking PLUSଓଡ଼ିଶାମୁଖ୍ୟ ଖବର

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୦,୯୭୯ ଟି କରୋନା ନମୁନା ପରୀକ୍ଷଣ

ରାଜ୍ୟରେ ଗୋଟିଏ ଦିନରେ ୫୦ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୦ ହଜାର ୯୭୯ କରୋନା ନମୁନା ପରୀକ୍ଷା ହୋଇଛି।

ରାଜ୍ୟରେ ଗୋଟିଏ ଦିନରେ ୫୦ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୦ ହଜାର ୯୭୯ କରୋନା ନମୁନା ପରୀକ୍ଷା ହୋଇଛି।

ଏଥିମଧ୍ୟରୁ ୪୩,୨୧୩ ଜଣଙ୍କର ଆଣ୍ଟିଜେନ, ୭୬୦୬ଟି ଆରଟି-ପିସିଆର୍ ଓ ୧୬୦ ଟି ଟ୍ରୁନଟ୍ ପରୀକ୍ଷା ହୋଇଛି ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି।

Show More

Related Articles

Back to top button