Breaking PLUS

ଆଜି ଆଉ ୧୪୯୯ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଆଜି ଆଉ ୧୪୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୧୪ କ୍ଵାରେଣ୍ଟିନ ସେଣ୍ଟରରୁ ହୋଇଥିବା ବେଳେ ୫୮୫ ସ୍ଥାନୀୟ ସଂକ୍ରମିତ। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Show More

Related Articles

Back to top button