Breaking PLUSଓଡ଼ିଶାମୁଖ୍ୟ ଖବର

ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୫୦ ହଜାର ୧୪୭ଟି କରୋନା ନମୂନା ପରୀକ୍ଷଣ

ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୫୦ ହଜାର ୧୪୭ ଟି କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି।

ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୫୦ ହଜାର ୧୪୭ ଟି କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ଆଣ୍ଟିଜେନ ପଦ୍ଧତିରେ ୪୩,୧୮୮, ଆରଟିପିସିଆରରେ ୬,୮୯୯ ଏବଂ ଟ୍ରୁନଟ୍‌ରେ ୬୦ଟି କରୋନା ନମୁନା ପରୀକ୍ଷା କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Show More

Related Articles

Back to top button