Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଏକ ହଜାର ଟପିଲା ମୋଟ କରୋନା ମୃତ୍ୟୁ ସଂଖ୍ୟା

ରାଜ୍ୟରେ ଜାରି ରହିଛି ମହାମାରୀ କରୋନା ଆତଙ୍କ । ରାଜ୍ୟରେ ଆଜି ଆଉ ୧୫ ଜଣ କରୋନା ଆକ୍ରାନ୍ତଙ୍କର ଜୀବନ ଯାଇଛି । ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୧୦୦୬କୁ ବୃଦ୍ଧି ଘଟିଛି ।

ରାଜ୍ୟରେ ଜାରି ରହିଛି ମହାମାରୀ କରୋନା ଆତଙ୍କ । ରାଜ୍ୟରେ ଆଜି ଆଉ ୧୫ ଜଣ କରୋନା ଆକ୍ରାନ୍ତଙ୍କର ଜୀବନ ଯାଇଛି । ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୧୦୦୬କୁ ବୃଦ୍ଧି ଘଟିଛି ।

ଆଜି ମଧ୍ୟ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । କଟକରୁ ୨, ବାଲେଶ୍ୱର, ବଲାଙ୍ଗିର ଓ ଗଞ୍ଜାମରୁ, କେନ୍ଦ୍ରାପଡ଼ା, ଯାଜପୁର ଓ ଜଗତସିଂହପୁର, ସୁନ୍ଦରଗଡ଼, ମୟୂରଭଞ୍ଜରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କ ଜୀବନ ଯାଇଛି ।

Show More

Related Articles

Back to top button