Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୧୫ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ପୂର୍ବଭଳି ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜିର ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୯୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଏବଂ ସମ୍ବଲପୁର ଜିଲାରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୟୂୂରଭଞ୍ଜ ଏବଂ ବରଗଡ଼ରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି କଟକ, ମାଲକାନଗିରି, ବଲାଙ୍ଗୀର, ପୁରୀ ଏବଂ ବାଲେଶ୍ୱରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Show More

Related Articles

Back to top button