Breaking PLUSଓଡ଼ିଶାମୁଖ୍ୟ ଖବର

ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ତାଙ୍କ ପତ୍ନୀଙ୍କୁ କରୋନା

ମହାମାରୀ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଛନ୍ତି ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ତାଙ୍କ ପତ୍ନୀ । ଉଭୟଙ୍କ ରିପୋର୍ଟ କରୋନା ପଜିଟିଭ୍ ଆସିଛି । ଏନେଇ ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।

ଏହାସହ ରାଜ୍ୟପାଳ ଅନୁରୋଧ କରିଛନ୍ତି, ଯେଉଁମାନେ ନିକଟ ଅତୀତରେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ କୋଭିଡ୍ ଟେଷ୍ଟା କରାଇ ନିଅନ୍ତୁ ।

Show More

Related Articles

Back to top button