Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୮ ଜଣ କରୋନା ଆକ୍ରାନ୍ତଙ୍କର ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଆଉ ୮ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳି ଗଞ୍ଜାମ ଜିଲ୍ଲାରେ ୨ ଜଣ ଓ ପୁରୀ ଜିଲ୍ଲାରେ ୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

ରାଜ୍ୟରେ ଆଉ ୮ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳି ଗଞ୍ଜାମ ଜିଲ୍ଲାରେ ୨ ଜଣ ଓ ପୁରୀ ଜିଲ୍ଲାରେ ୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ବାଲେଶ୍ୱରରେ ଜଣେ କରୋନା ରୋଗୀଙ୍କର ପ୍ରାଣହାନି ଘଟିଥିବା ଖବର ହସ୍ତଗତ ହୋଇଛି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୦୫୫ରେ ପହଞ୍ଚିଛି।

Show More

Related Articles

Back to top button