Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

ରାଜ୍ୟରେ ୪ ଜିଲ୍ଲାରେ ୪୦ ଡିଗ୍ରୀ ଟପିଲା ତାପମାତ୍ରା

ବଲାଙ୍ଗୀର ସବୁଠାରୁ ଉତ୍ତପ୍ତ ସହର

ରାଜ୍ୟରେ ଆରମ୍ଭ ହୋଇଗଲାଣି ଗ୍ରୀଷ୍ମ ପ୍ରବାହ । ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ତାପମାତ୍ରା । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ୪୦ ଡିଗ୍ରୀରୁ ଅଧିକ ରହିଛି ତାପମାତ୍ରା । ୪୦.୭ ଡିଗ୍ରୀ ତାପମାତ୍ରା ସହିତ ବଲାଙ୍ଗୀର ସବୁଠାରୁ ଉତ୍ତପ୍ତ ସହର । ଝାରସୁଗୁଡ଼ାରେ ତାପମାତ୍ରା ୪୦.୨ ଡିଗ୍ରୀ ରହିଥିବା ବେଳେ ଟିଟିଲାଗଡ଼ରେ ତାପମାତ୍ରା ୪୦ ଡିଗ୍ରୀ ରହିଛି ।

ବୌଦ୍ଧରେ ତାପମାତ୍ରା ୪୦ ଡିଗ୍ରୀ ରହିଛି । ସେହିପରି ବାରିପଦାରେ ୩୯.୬, ସମ୍ୱଲପୁରରେ ୩୯.୫, ଅନୁଗୁଳରେ ୩୯.୧, ସୁନ୍ଦରଗଡ଼ରେ ୩୯.୦, ତାଳଚେରରେ ୩୯.୦ ଏବଂ ଭୁବନେଶ୍ୱରରେ ୩୬.୯ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

Show More

Related Articles

Back to top button