Breaking PLUSଓଡ଼ିଶାମୁଖ୍ୟ ଖବର

ଓଡିଶାରେ ଜେଏନ.୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ଓଡିଶାରେ ଜେଏନ.୧ ଆକ୍ରାନ୍ତ ଚିହ୍ନଟ। କରୋନାର ନୂଆ ଭାରିଆଣ୍ଟ ଜେଏନ.୧ରେ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ଗୁରୁବାର ଜଣାପଡିଛି। ୨ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ସୁସ୍ଥ ଥିବା ବେଳେ ସେ ସୁନ୍ଦରଗଡର ବାସିନ୍ଦା। ଅନ୍ୟ ଜଣେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ରଙ୍କ ପକ୍ଷରୁ ସୂଚନା ମିଳିଛି।

Show More

Related Articles

Back to top button