Breaking PLUSଓଡ଼ିଶାମୁଖ୍ୟ ଖବର

18ରୁ 22 ଯାଏ କାଳବୈଶାଖୀ

ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି। ୧୮ ଏପ୍ରିଲରୁ ୨୨ ଏପ୍ରିଲ ପର୍ଯ୍ୟନ୍ତ ବର୍ଷା ଏବଂ ପବନ ବହିବାର ପୂର୍ବାନୁମାନ କରିଛି। ଆଇଏମଡି ଅନୁଯାୟୀ, ୧୮ ଏପ୍ରିଲରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାରେ ଅପରାହ୍ନ/ସନ୍ଧ୍ୟା ସମୟରେ ବଜ୍ରପାତ ସହିତ ବର୍ଷା ଏବଂ ପବନ ବହିବାର ସମ୍ଭାବନା ରହିଛି,। ପବନ ବେଗ ୫୦-୬୦ କିଲୋମିଟର ପ୍ରତି ଘଣ୍ଟା ପର୍ଯ୍ୟନ୍ତ ରହିବ। ଗଜପତି ଏବଂ ଗଞ୍ଜାମ ଜିଲ୍ଲାରେ ୪୦-୫୦ କିଲୋମିଟର ପ୍ରତି ଘଣ୍ଟା ପବନ ବହିବାର ସମ୍ଭାବନା ରହିଛି।

Show More

Related Articles

Back to top button