Breaking PLUSଓଡ଼ିଶାମୁଖ୍ୟ ଖବର

ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କୁ କରୋନା

ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କରୋନା ସଂକ୍ରମିତ । ତାଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି । ଟ୍ୱିଟ୍ କରି ନିଜେ ଏହି ସୂଚନା ଦେଇଛନ୍ତି ପ୍ରତାପ ଜେନା ।

ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କରୋନା ସଂକ୍ରମିତ । ତାଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି । ଟ୍ୱିଟ୍ କରି ନିଜେ ଏହି ସୂଚନା ଦେଇଛନ୍ତି ପ୍ରତାପ ଜେନା । ଏବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି । ତେବେ ନିକଟରେ ତାଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନଙ୍କୁ କୋଭିଡ୍ ଟେଷ୍ଟ କରାଇବାକୁ ଅନୁରୋଧ କରିଛନ୍ତି ମନ୍ତ୍ରୀ ପ୍ରତାପ ଜେନା । ବିଜେଡିର ବହୁ ବିଧାୟକ, ମନ୍ତ୍ରୀ ଓ ସମର୍ଥକ ତାଙ୍କର ଦ୍ରୁତ ସୁସ୍ଥତା କାମନା କରିଛନ୍ତି ।

Show More

Related Articles

Back to top button