Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କୁ କରୋନା

ପିପିଲି ବିଧାୟକ ପ୍ରଦୀପ ମହାରଥୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ବୋଲି ସେ ନିଜେ ସୋସିଆଲ୍‌ ମିଡିଆ ଜରିଆରେ ସୂଚନା ଦେଇଛନ୍ତି ।

ପିପିଲି ବିଧାୟକ ପ୍ରଦୀପ ମହାରଥୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ବୋଲି ସେ ନିଜେ ସୋସିଆଲ୍‌ ମିଡିଆ ଜରିଆରେ ସୂଚନା ଦେଇଛନ୍ତି ।

ପ୍ରଦୀପ ମହାରଥୀ ନିଜେ ସୋସିଆଲ ମିଡିଆରେ କରୋନା ସଂକ୍ରମିତ ହୋଇଥିବା ସୂଚନା ଦେଇଛନ୍ତି । ଏହାସହିତ ଗତକିଛି ଦିନ ତଳେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନେ ନିଜ ନିଜର ଟେଷ୍ଟ କରିବାକୁ ଅନୁରୋଧ ମଧ୍ୟ କରିଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟର ଅନେକ ମନ୍ତ୍ରୀ ଓ ବିଧାୟକ କରୋନା ସଂକ୍ରମିତ ହୋଇଛନ୍ତି । ପୂର୍ବରୁ ସୁଶାନ୍ତ ସିଂହ, ପଦ୍ମିନୀ ଦିଆନ,ଟୁକୁନି ସାହୁ, ସମୀର ରଞ୍ଜନ ଦାସ ପ୍ରଭୃତି କରୋନା ସଂକ୍ରମିତ ହୋଇଛନ୍ତି ।

Show More

Related Articles

Back to top button