Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦ ହଜାର ୭୫୭ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ଆଜି ୧୦ ହଜାର ଉପରେ ରହିଛି କରୋନା ସଂକ୍ରମରାଜ୍ୟରେ ୨୪ ଘଣ୍ଟାରେ ୧୦ ହଜାର ୭୫୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୧୦,୭୫୭ ମଧ୍ୟରୁ କ୍ୱାରେଣ୍ଟିନରୁ ୬,୦୨୪, ଲୋକାଲ କେସ୍ ୪,୭୩୩ ଥିବା ଜଣାଯାଇଛି।

ରାଜ୍ୟରେ ଆଜି ୧୦ ହଜାର ଉପରେ ରହିଛି କରୋନା ସଂକ୍ରମରାଜ୍ୟରେ ୨୪ ଘଣ୍ଟାରେ ୧୦ ହଜାର ୭୫୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୧୦,୭୫୭ ମଧ୍ୟରୁ କ୍ୱାରେଣ୍ଟିନରୁ ୬,୦୨୪, ଲୋକାଲ କେସ୍ ୪,୭୩୩ ଥିବା ଜଣାଯାଇଛି। ଆଜି କଟକରୁ ସର୍ବାଧିକ ରୋଗୀ ଚିହ୍ନଟ ହୋଇଛନ୍ତି। କଟକରୁ ୯୭୩ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହା ପଛେର ରହିଛି ଖୋର୍ଦ୍ଧା। ଏଠାରୁ ସର୍ବାଧିକ ୯୦୯ ଓ ସୁନ୍ଦରଗଡରୁ ୮୩୨ ପଜିଟିଭ ଚିହ୍ନଟ ହୋଇଛନ୍ତି।