Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୧୧ ଜଣ ସଂକ୍ରମିତଙ୍କ ମୁଣ୍ଡ ଗଡାଇଲା ମହାମାରୀ କରୋନା ଭାଇରସ୍

କରୋନା ମହାମାରୀ ସମଗ୍ର ରାଜ୍ୟରେ ତା କାୟା ବିସ୍ତାର କରିଚାଲିଛି । ହୁହୁ ହୋଇ ବଢିଚାଲିଛି ସଂକ୍ରମଣ ସଂଖ୍ୟା । ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି

କରୋନା ମହାମାରୀ ସମଗ୍ର ରାଜ୍ୟରେ ତା କାୟା ବିସ୍ତାର କରିଚାଲିଛି । ହୁହୁ ହୋଇ ବଢିଚାଲିଛି ସଂକ୍ରମଣ ସଂଖ୍ୟା । ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୪୨୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ପୁରୀ ଓ ସମ୍ବଲପୁରରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧାରୁ ୨, କଳାହାଣ୍ଡି, ମୟୂରଭଞ୍ଜ ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Show More

Related Articles

Back to top button