Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୧୧ ଜଣ କରୋନା ଆକ୍ରାନ୍ତଙ୍କ ମୁଣ୍ଡ ଗଡାଇଲା ମହାମାରୀ କରୋନା

ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ରାଜ୍ୟରେ ଆଜି ଶନିବାର ପୁଣି ୧୧ ଜଣ କରୋନା ଆକ୍ରାନ୍ତଙ୍କ ମୁଣ୍ଡ ଗଡାଇଛି ମହାମାରୀ କରୋନା

ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ରାଜ୍ୟରେ ଆଜି ଶନିବାର ପୁଣି ୧୧ ଜଣ କରୋନା ଆକ୍ରାନ୍ତଙ୍କ ମୁଣ୍ଡ ଗଡାଇଛି ମହାମାରୀ କରୋନା । ଆଜି କଟକରୁ ସର୍ବାଧିକ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧାରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବଲାଙ୍ଗିର, ଯାଜପୁର, କନ୍ଧମାଳ, କେନ୍ଦୁଝର, ନୟାଗଡ଼ ଓ ରାୟଗଡ଼ ଜିଲ୍ଲାରୁ ମଧ୍ୟ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜିର ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ବର୍ତ୍ତମାନସୁଦ୍ଧା କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୬କୁ ବୃଦ୍ଧି ପାଇଛି ।

Show More

Related Articles

Back to top button