Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୧୧ ଜଣ ସଂକ୍ରମିତ ବ୍ୟକ୍ତିଙ୍କ ଜୀବନ ନେଲା କରୋନା

ରାଜ୍ୟରେ ଦିନକୁ ଦିନ ଅସମ୍ଭାଳ ହେଉଛି ମହାମାରୀ କରୋନା ସ୍ଥିତି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ଜଣ କରୋନା ସଂକ୍ରମିତ ବ୍ୟକ୍ତି ପ୍ରାଣ ହରାଇଛନ୍ତି ।

ରାଜ୍ୟରେ ଦିନକୁ ଦିନ ଅସମ୍ଭାଳ ହେଉଛି ମହାମାରୀ କରୋନା ସ୍ଥିତି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ଜଣ କରୋନା ସଂକ୍ରମିତ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୨୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

ଆଜି ବାଲେଶ୍ୱର ଜିଲ୍ଲାରୁ ୨ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୨ ଜଣ , ଖୋର୍ଦ୍ଦା ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି ।

Show More

Related Articles

Back to top button