Breaking PLUSଓଡ଼ିଶାମୁଖ୍ୟ ଖବର

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୦୧ ଜଣ ନୂଆ କରୋନା ଆକ୍ରାନ୍ତ‌ ରୋଗୀ ଚିହ୍ନଟ

ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୩୦ ଜିଲ୍ଲାରୁ ୧୨୦୧ ଜଣ ନୂଆ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୩୦ ଜିଲ୍ଲାରୁ ୧୨୦୧ ଜଣ ନୂଆ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୯୭ ଜଣ ଚିହ୍ନଟ ହୋଇଥିବାବେଳେ ଓ ୫୦୪ ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୪,୪୧୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୩୨ ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି ।

Show More

Related Articles

Back to top button