Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୧୩ ଜଣ ଆକ୍ରାନ୍ତଙ୍କ ମୁଣ୍ଡ ଗଡାଇଲା ମହାମାରୀ କରୋନା

ରାଜ୍ୟରେ ଗତ ୨୪ ଘଣ୍ଟାରେ ମଧ୍ୟରେ ଆଉ ୧୩ ଜଣ କରୋନା ଆକ୍ରାନ୍ତ ରୋଗୀଙ୍କ ଜୀବନ ନେଇଛି ମହାମାରୀ କରୋନା । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ଗତ ୨୪ ଘଣ୍ଟାରେ ମଧ୍ୟରେ ଆଉ ୧୩ ଜଣ କରୋନା ଆକ୍ରାନ୍ତ ରୋଗୀଙ୍କ ଜୀବନ ନେଇଛି ମହାମାରୀ କରୋନା । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ପ୍ରାଣ ହରାଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରୁ ସର୍ବାଧିକ ୪ଜଣ ଲେଖାଁଏ ରହିଥିବା ବେଳେ, ଗଜପତିରୁ ୨, ବାଲେଶ୍ୱର, କଟକ, ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଆଜିର ମୃତକଙ୍କ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୬୯ ପହଁଞ୍ଚିଛି ।

Show More

Related Articles

Back to top button