Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ କମୁଛି କରୋନା ପ୍ରଭାବ, ଗତ ୨୪ ଘଣ୍ଟା ମଧ୍ୟରେ ୧,୩୮୯ ଜଣ ନୂଆ କରୋନା ଆକ୍ରାନ୍ତ‌ ରୋଗୀ ଚିହ୍ନଟ

ରାଜ୍ୟରେ ଆଜି ପୁଣି ଥରେ କମିଛି ମହାମାରୀ କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧,୩୮୯ ଜଣ ନୂଆ କରୋନା ଆକ୍ରାନ୍ତ‌ ରୋଗୀ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ଆଜି ପୁଣି ଥରେ କମିଛି ମହାମାରୀ କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧,୩୮୯ ଜଣ ନୂଆ କରୋନା ଆକ୍ରାନ୍ତ‌ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ୧,୩୮୯ ଆକ୍ରାନ୍ତଙ୍କ ମଧ୍ୟରୁ ୭୯୮ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ‌ ୫୯୧ ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି । ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୩,୨୧୪ରେ ପହଞ୍ଚିଛି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୨ ପଜିଟିଭ ଚିହ୍ନଟ ହୋଇଛନ୍ତି ।

Show More

Related Articles

Back to top button