Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୧୪ ଜଣ କରୋନା ଆକ୍ରାନ୍ତଙ୍କ ମୁଣ୍ଡ ଗଡାଇଲା ମହାମାରୀ କରୋନା

ଆଜି ୧୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୬୦୫କୁ ବୃଦ୍ଧି ପାଇଛି ।

ଆଜି ୧୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୬୦୫କୁ ବୃଦ୍ଧି ପାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ କେବଳ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପୁରୀରୁ ୩, ମୟୂରଭଞ୍ଜରୁ ୨ ଏବଂ କୋରାପୁଟ, କଳାହାଣ୍ଡି, କଟକ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଅଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧,୪୩,୧୧୭ରେ ପହଞ୍ଚିଥିବା ବେଳେ ୧,୦୮,୦୦୧ ଜଣ ସୁସ୍ଥ ହୋଇଛନ୍ତି। ୩,୪,୪୫୮ ଜଣ ଚିକିତ୍ସିତ ହେଉଛନ୍ତି।

Show More

Related Articles

Back to top button