Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଜାରି ରହିଛି କରୋନା ଆତଙ୍କ, ଗତ ୨୪ ଘଣ୍ଟା ମଧ୍ୟରେ ୧,୪୭୪ ଜଣ ନୂଆ କରୋନା ଆକ୍ରାନ୍ତ‌ ରୋଗୀ ଚିହ୍ନଟ

ରାଜ୍ୟରୁ ଆଜି ପୁଣି ଚିହ୍ନଟ ହେଲେ କରୋନା ସଂକ୍ରମିତ । ତେବେ ପୂର୍ବ ଦିନ ତୁଳନାରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୭୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି

ରାଜ୍ୟରୁ ଆଜି ପୁଣି ଚିହ୍ନଟ ହେଲେ କରୋନା ସଂକ୍ରମିତ । ତେବେ ପୂର୍ବ ଦିନ ତୁଳନାରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୭୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୫୫ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୧୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୫୮୮୯ରେ ପହଞ୍ଚିଛି ।

Show More

Related Articles

Back to top button