Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୧୫ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ବୁଧବାର ଦିନ ଆଉ ୧୫ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୦୭୨କୁ ବୃଦ୍ଧି ହୋଇଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ଦିଆଯାଇଛି ।

ରାଜ୍ୟରେ ବୁଧବାର ଦିନ ଆଉ ୧୫ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୦୭୨କୁ ବୃଦ୍ଧି ହୋଇଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ଦିଆଯାଇଛି ।

ଆଜି କରୋନାରେ ୧୫ ଜଣ ମୃତକଙ୍କ ମଧ୍ୟରୁ କଟର ଜିଲାରୁ ସର୍ବାଧିକ ୩ ଜଣଙ୍କ ମୃତ୍ୟୁ ଘଟିଛି । ଭୁବନେଶ୍ବରରୁ ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ବୌଦ୍ଧ, କଳାହାଣ୍ଡି, ରାୟଗଡା, ଗଞ୍ଜାମ, କେନ୍ଦ୍ରାପଡ଼ା, କନ୍ଧମାଳ, ମୟୁରଭଞ୍ଜ, ପୁରୀ, ସୁନ୍ଦରଗଡ଼, ଯାଜପୁର ଓ ବାଲେଶ୍ବର ଜିଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

Tags
Show More

Related Articles

Back to top button
Close