Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ କମୁଛି କରୋନା, ଗତ ୨୪ ଘଣ୍ଟା ମଧ୍ୟରେ ୧୫୪୦ ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ

ରାଜ୍ୟରେ ଏବେ ଧିରେ ଧିରେ କମୁଛି କରୋନା ସଂକ୍ରମଣଙ୍କ ସଂଖ୍ୟା । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୪୦ ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି

ରାଜ୍ୟରେ ଏବେ ଧିରେ ଧିରେ କମୁଛି କରୋନା ସଂକ୍ରମଣଙ୍କ ସଂଖ୍ୟା । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୪୦ ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୮୮୬ଜଣ ଚିହ୍ନଟ ହୋଇଥିବାବେଳେ ୬୫୪ ଜଣ ସ୍ଥାନୀୟ ସଂକ୍ରମିତ ବାସିନ୍ଦା ଚିହ୍ନଟ ହୋଇଛନ୍ତି । ଆଜିର ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ସଂକ୍ରମିତଙ୍କ ସଂଖ୍ୟା ୨,୮୫,୪୮୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

Show More

Related Articles

Back to top button