Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ସର୍ବାଧିକ ୧୬ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା

ରାଜ୍ୟରେ ଦିନକୁ ଦିନ ବେକାବୁ ହେଲାଣି ମହାମାରୀ କରୋନା ସ୍ଥିତି । ରାଜ୍ୟରେ ଆଜି କରୋନାରେ ସର୍ବାଧିକ ୧୬ ଜଣଙ୍କ ମୃତ୍ୟୁ ଘଟିଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି

ରାଜ୍ୟରେ ଦିନକୁ ଦିନ ବେକାବୁ ହେଲାଣି ମହାମାରୀ କରୋନା ସ୍ଥିତି । ରାଜ୍ୟରେ ଆଜି କରୋନାରେ ସର୍ବାଧିକ ୧୬ ଜଣଙ୍କ ମୃତ୍ୟୁ ଘଟିଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୫୨ରେ ପହଞ୍ଚି ଯାଇଛି ।

ଆଜି ମୃତ୍ୟୁ ବରଣ କରିଥିବା ୧୬ ଜଣ ମୃତକଙ୍କ ମଧ୍ୟରେ କେବଳ ଖୋର୍ଦ୍ଧା ଜିଲ୍ଲାରୁ ଆଜି ୫ ଜଣ ଆଖି ବୁଜିଥିବା ବେଳେ ପୁରୀରୁ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାବ୍ୟତୀତ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ, ବଳାଙ୍ଗିରରୁ ଜଣେ, ମୟୂରଭଞ୍ଜ, ନୟାଗଡ଼, ସୁବର୍ଣ୍ଣପୁର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Show More

Related Articles

Back to top button