Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୧୮ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୦୪୦ ରେ ପହଁଞ୍ଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୦୪୦ ରେ ପହଁଞ୍ଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଭୁବନେଶ୍ୱରରେ ୨ ଓ ବାଲେଶ୍ୱରରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଯାଜପୁର, ସୁନ୍ଦରଗଡରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ, ନବରଙ୍ଗପୁର, ଜଗତ୍‌ସିଂହପୁରରେ ଜଣେ ଲେଖାଏ ଆକ୍ରାନ୍ତ ଆଖି ବୁଜିଛନ୍ତି।

Show More

Related Articles

Back to top button